ଯାଜପୁର ନୂତନ ଜିଲ୍ଳାପାଳଙ୍କ ଯୋଗଦାନ

ଯାଜପୁର;୦୧/୦୨(ନି ପ୍ର): ୩୧ ଜାନୁଆରୀ ଅପରାହ୍ନରେ ରାଉରକେଲା ମହାନଗର ନିଗମ ଆୟୁକ୍ତ ଏବଂ ଅତିରିକ୍ତ ଦାୟିତ୍ୱରେ ଥିବା ରାଉରକେଲା ଅତିରିକ୍ତ ଜିଲ୍ଲାପାଳ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ, ରାଉରକେଲା ସ୍ମାର୍ଟ ସିଟି ଲିଃ. ଓ ସଚିବ, ରାଉରକେଲା ଉନ୍ନୟନ କର୍ତ୍ତୃପକ୍ଷ ଡଃ ଶୁଭଙ୍କର ମହାପାତ୍ର, ଭା.ପ୍ର.ସେ., ଯାଜପୁରରେ ନୂତନ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ଯୋଗଦାନ କରିଚ୍ଥନ୍ତି । ସେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ ସାରି ଜିଲ୍ଲା କାର୍ଯ୍ୟାଳୟରେ ପହଞ୍ଚିବା ସହ ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଶୁଭେନ୍ଦ୍ର କୁମାର ସମାଲଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ନୂତନ ଜିଲ୍ଲାପାଳଙ୍କୁ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସ୍ୱାଗତ କରିଥିଲେ ।

 

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129